ଜଳେଶ୍ୱର—ରାଇବଣିଆରେ ବିଭତ୍ସ ହତ୍ୟା। ରାତିରେ ଶୋଇଥିବାବେଳେ ସ୍ତ୍ରୀଙ୍କ ବେକକୁ ହାଣି ଶରୀରରୁ ଅଲଗା କରିଦେଲେ ସ୍ବାମୀ। ହତ୍ୟା ପରେ ରାଇବଣିଆ ଥାନାରେ ଆତ୍ମସମର୍ପଣ କରିନ୍ତେି ଅଭିଯୁକ୍ତ ଚନ୍ଦ୍ର ମୋହନ ପାତ୍ର।
ସୂଚନା ଅନୁସାରେ, ଜଳେଶ୍ୱର ବ୍ଲକ ରାଇବଣିଆ ଥାନା କାଳିକ ପଞ୍ଚାୟତର ଚାକୁଆପାଲ ଗ୍ରାମଞ୍ର ଚନ୍ଦ୍ର ମୋହନ ପାତ୍ରଙ୍କ ସ୍ତ୍ରୀ ଜୟନ୍ତୀ ପାତ୍ର (୪୦) ଗୁରୁବାର ବିଳମ୍ବିତ ରାତିରେ ଶୋଇଥିବା ଅବସ୍ଥାରେ ଏକ ଧାରୁଆ ଅସ୍ତ୍ରରେ ବେକରୁ ମୁଣ୍ଡକୁ ଅଲଗା କରିଦେଇ ବିଭତ୍ସ ହତ୍ୟା କରିଛନ୍ତି। ହତ୍ୟାର କାରଣ ଅସ୍ପଷ୍ଟ ଥିବାବେଳେ ରାଇବଣିଆ ପୋଲିସ ଓ ଜଳେଶ୍ୱର SDPO ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ କରୁଛନ୍ତି।

More Stories
ତହସିଲ୍ଦାରଙ୍କରାଜଧାନୀରେ୨କୋଠା୭_ପ୍ଲଟ୍ |
୫୪ ବର୍ଷ ପରେ ପୁଣି ଚନ୍ଦ୍ରକୁ ଯିବ ମଣିଷ, ସାମ୍ନାକୁ ଆସିଲା ନାସାର ଆର୍ଟେମିସ୍-୨ ମିଶନର ଉତକ୍ଷେପଣ ତାରିଖ
ସୁନାମିରେ ଛାରଖାର୍ ହୋଇଯିବ ଜାପାନ, ଭୟରେ ଥରିଲେଣି ଲୋକେ |