ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ଯୁବକଙ୍କ ପରିଚୟ ଜଣାପଡି ନାହିଁ।
ପୋଲିସ ମୃତହେଦ ଜବତ କରି ଜିଲା ମୁଖ୍ୟ ଡାକ୍ତରଖାନା ଶବ ସଂରକ୍ଷଣ ଗୃହରେ ରଖିଛି। ଅନ୍ୟପକ୍ଷେ ଦୁର୍ଘଟଣା ଘଟାଇ ଗାଡି ସହ ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡିଛି।
ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

More Stories
ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….
ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….
କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…