ରାଜ୍ୟର ପ୍ରତି SHG ସଦସ୍ୟାଙ୍କୁ ମିଳିବ ୧ ହଜାର ଟଙ୍କା


ରାଜ୍ୟର ପ୍ରତି SHG ସଦସ୍ୟାଙ୍କୁ ମିଳିବ ୧ ହଜାର ଟଙ୍କା।ୟୁନିଫର୍ମ ବାବଦରେ ୧ ହଜାର ଟଙ୍କା ଦେବେ ରାଜ୍ୟ ସରକାର।ରାଜ୍ୟର ୭୦ ଲକ୍ଷ ସଦସ୍ୟାଙ୍କୁ ୧ ହଜାର ଲେଖାଏଁ ମିଳିବ।ଏସ୍‌ଏଚ୍‌ଜି ଏକ୍‌ଜିକ୍ୟୁଟିଭ୍‌ ମେମ୍ବର ମାନଙ୍କୁ ମିଳିବ ଆଉ ୨ ହଜାର।ୟୁନିଫର୍ମ ସହ ବ୍ଲେଜର କିଣିବାକୁ ମୋଟ ୩ ହଜାର ଟଙ୍କା ମିଳିବ।


error: Content is protected !!