ଭୁବନେଶ୍ୱର, ୧୭/୦୫: ଓଡ଼ିଶାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏବଂ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଉପସ୍ଥିତ ଥିଲେ।
ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ ଏହା ନିତିନ ନବୀନଙ୍କ ପ୍ରଥମ ଓଡ଼ିଶା ଗସ୍ତ।

More Stories
ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….
ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….
କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…