ମାର୍ଚ୍ଚପହିଲାରେ କଂଗ୍ରେସ ଟିକେଟ ଘୋଷଣା


ମାର୍ଚ୍ଚ ପହିଲାରେ ପ୍ରଥମ ପର୍ଯ୍ୟାୟ ଟିକେଟ ଘୋଷଣା କରିବ କଂଗ୍ରେସ।ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୭୦ଟି ଟିକେଟ ଘୋଷଣା କରାଯିବ।ପ୍ରଦେଶ ନିର୍ବାଚନ କମିଟି ବୈଠକ ଅବସରରେ ପିସିସି ସଭାପତିଙ୍କ ସୂଚନା।


error: Content is protected !!