କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ


କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ; ସାଲୁଜାଙ୍କୁ ହତ୍ୟା ଧମକ ନେଇ ସହରର ବିଭିନ୍ନ ସ୍ଥାନରେ ପୋଷ୍ଟର, ୧୫ ଦିନ ମଧ୍ୟରେ ସାଲୁଜାଙ୍କୁ ହତ୍ୟା ନେଇ ପୋଷ୍ଟରରେ ଉଲ୍ଲେଖ।


error: Content is protected !!