ଖଣ୍ଡପଡ଼ା, ୧୭/୦୫: ଭିଜିଲାନ୍ସ ଜାଲରେ ଭାପୁର ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ। ଠିକାଦାରଙ୍କ ଠାରୁ ଲାଞ୍ଚ ନେବାବେଳେ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି।ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ବିଲ୍ କ୍ଲିୟରାନ୍ସ ଓ ପାଇଁ ୧ ଲକ୍ଷ ୩୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ସରକାରୀ ବାସଭବନରେ ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ। ସହଯୋଗୀ ଆଶୁତୋଷ ବଳିଆର ସିଂଙ୍କୁ ମଧ୍ୟ ଧରିଛି ଭିଜିଲାନ୍ସ। ଉଭୟଙ୍କୁ ଗିରଫ କରାଯାଇଛି। ଏହା ପରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଦୃଷ୍ଟିକୋଣରୁ ଯନ୍ତ୍ରୀଙ୍କ ଦୁଇଟି ଠିକଣା ଉପରେ ଚଢ଼ାଉ କରାଯାଉଛି।

More Stories
ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….
ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….
କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…