କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପ୍ରଶାଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସମ୍ବଲପୁରରେ ଆଇଆଇଏମ ନିଜସ୍ୱ କ୍ୟାମ୍ପସର ଶିଳାନ୍ୟାସ ଉତ୍ସବରେ ମୋଦୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ପ୍ରଶଂସା କରିଛନ୍ତି । ସଫଳ ଉଜ୍ଜ୍ୱଳା ଯୋଜନା ନେଇ ମୋଦୀ ଏହି ପ୍ରଶଂସା କରିଛନ୍ତି । ଧର୍ମେନ୍ଦ୍ରଙ୍କ ପାଇଁ ଲକ୍ଷ୍ୟ ପୂରଣ ହୋଇପାରିଛି ବୋଲି ମୋଦୀ କହିଛନ୍ତି । ଏହି ପରିପ୍ରେକ୍ଷୀରେ ମୋଦୀ କହିଛନ୍ତି ଯେ, ୨୦୧୪ ସୁଦ୍ଧା କେବଳ ୫୫% ଲୋକଙ୍କର ଗ୍ୟାସ ସଂଯୋଗ ଥିଲା । ବର୍ତ୍ତମାନ ଦେଶରେ ୯୮% ଲୋକଙ୍କ ପାଖରେ ଗ୍ୟାସ ସଂଯୋଗ ଅଛି । ୨୦୧୪ରେ ୧୪ କୋଟି ଉପଭୋକ୍ତାଙ୍କ ପାଖରେ ଗ୍ୟାସ ସଂଯୋଗ ଥିଲା । ବର୍ତ୍ତମାନ ୨୮କୋଟି ଉପଭୋକ୍ତାଙ୍କ ପାଖରେ ଗ୍ୟାସ ସଂଯୋଗ ଅଛି
More Stories
ghhhjh
ସମ୍ବିଧାନର 8ମ ଅନୁଚ୍ଛେଦରେ କୋଶଳୀ ଭାଷାକୁ ସାମିଲ ପାଇଁ ଚିଠି…
ଡାକ୍ତର ନରେନ୍ଦ୍ର ଦଭୋଲେକର ସ୍ମାରକୀ ଜାତୀୟ ପୁରସ୍କାର 2024ବର୍ଷ ପାଇଁ ଓଡ଼ିଶାର ବିଶିଷ୍ଟ ସମାଜ ସଂସ୍କାରକ ଦେବେନ୍ଦ୍ର ସୁତାର ଙ୍କୁ ପ୍ରଦାନ