ଭୁବନେଶ୍ୱର, ୧୮/୦୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ଏକାସଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ବାହାରିବ।ଚଳିତ ଥର ଫେବୃଆରୀ ୧୮ରୁ ମାର୍ଚ୍ଚ ୨୮ ତାରିଖ ଯାଏଁ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ୪ ଲକ୍ଷରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

More Stories
ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….
ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….
କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…