ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକ ହେଲା


ଅନୁଗୋଳ ଜିଲ୍ଲାର ପାଲଲହଡା ଓ ଛେଣ୍ଡିପଦା, ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ, ବରଗଡ ଜିଲ୍ଲାର ପାଇକମାଳ ଓ ଭେଡେନ, ଭଦ୍ରକ ଜିଲ୍ଲାର ଅଗରପଡା, ବଲାଙ୍ଗିର ଜିଲ୍ଲାର ବେଲପଡା ଓ ସଂଇତଳା, ଯାଜପୁର ଜିଲ୍ଲାର ବିଞ୍ଝାରପୁର,ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡା ଜିଲ୍ଲାର ସିନାପାଲି, ରାୟଗଡ ଜିଲ୍ଲାର ଚାନ୍ଦିଲି, ମୁନିଗୁଡା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ ଓ କୁକୁଡାଖଣ୍ଡି, ନୟାଗଡ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡମ୍ବା, ନରସିଂହପୁର ଓ ନିଆଳି, ମୟୁରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ।


error: Content is protected !!