ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….
ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….
କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…
‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ
ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…
ସୋନପୁର, ୨୧/୦୫: ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍ର ସିନିୟର୍ ଆସିଷ୍ଟାଣ୍ଟ। ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଲାଞ୍ଚ ନେଉଥିବା ବେଳେ ଧରିଲା ସୋନପୁର ଭିଜିଲାନ୍ସ ଟିମ୍।ପୂର୍ବତନ କର୍ମଚାରୀଙ୍କ ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ। ଆକାଉଣ୍ଟ ପେମେଣ୍ଟ ମାଧ୍ୟମରେ ୭୦ ହଜାର ଟଙ୍କା ନେବା ବେଳେ ଧରାପଡ଼ିଲେ।
More Stories
ଏକ୍ସପ୍ରେସ୍ କ୍ରେଡିଟ୍ ଲୋନ୍ ନାଁରେ ୬.୮୮ କୋଟି ଠକେଇ: ଏସ୍ବିଆଇର ୩ ମହିଳା ଅଧିକାରୀ ଗିରଫ
ସ୍ତ୍ରୀର ମୃତଦେହ ଚିହ୍ନଟ ପାଇଁ ସ୍ୱାମୀକୁ ପିଟିପିଟି ଗୁରୁତର କଲା ପୁଲିସ!
ଆଜମ ଖାନଙ୍କ ସମସ୍ୟା ବଢ଼ିଲା: ଦୁଇଟି ପାନ କାର୍ଡ ମାମଲାରେ ଜେଲ୍ ଦଣ୍ଡ ୧୦ ବର୍ଷକୁ ବୃଦ୍ଧି |