ବିଜେଡ଼ି ଛାଡି ବିଜେପିରେ ମିଶିଲେ ଦେବାଶିଷ ନାୟକ


ବିଜେଡ଼ି ଛାଡି ବିଜେପିରେ ମିଶିଲେ ଦେବାଶିଷ ନାୟକ। ଭୁବନେଶ୍ୱର ସ୍ଥିତ ରାଜ୍ୟ ବିଜେପି କାର୍ୟ୍ୟାଳୟରେ ସେ ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ଆଜି ସେ ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ କରିଥିଲେ । ଏନେଇ ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଥିଲେ।


error: Content is protected !!