ଏଣିକି ୬ବର୍ଷରୁ ଅଧିକ ବୟସ ହେଲେ ପ୍ରଥମ ଶ୍ରେଣୀରେ ନାମ ଲେଖାଇବେ ଶିଶୁ। ଜାତୀୟ ଶିକ୍ଷା ନୀତି ୨୦୨୦ ଓ ଆରଟିଇ ନିୟମ ୨୦୦୯ ଅନୁଯାୟୀ ଶିଶୁଙ୍କ ସ୍କୁଲରେ ନାମଲେଖା ବୟସ ଧାର୍ଯ୍ୟ କରାଯାଇଛି। ୨୦୨୪-୨୫ ଶିକ୍ଷା ବର୍ଷରୁ ଏହା ଲାଗୁ ହେବ। ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।
Post Views: 192
More Stories
ଝାଡ଼ଖଣ୍ଡରେ ହେମନ୍ତ ସରକାର
ଆସିଲା ତୃତୀୟ ପର୍ଯ୍ୟାୟ ସୁଭଦ୍ରା
ନୂଆପଡ଼ା ଜିଲ୍ଲା ଖରୀଆର ରୋଡ ଜୁଆ ଆଡ୍ଡା କୁ ଚଢାଉ ଘଟଣା ନେଇ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ସାମ୍ବାଦିକ ସମ୍ମିଳନୀ