ବରଗଡ଼, ୨୨/୦୫: ପ୍ୟାଣ୍ଟ ପ୍ୟାକେଟ୍ରେ ଫାଟିଲା ମୋବାଇଲ ଫୋନ। ମୋବାଇଲ ଫାଟି ପ୍ୟାଣ୍ଟ ଜଳି ଯାଇଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଯୁବକ ଜଣକ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବରଗଡ଼ ପଦ୍ମପୁର ସହରରେ। ପଦ୍ମପୁରରେ ଦୋକାନରୁ କାମ ସାରି ଫେରୁଥିବା ବେଳେ ଏଭଳି ଅଘଟଣ ଘଟିଛି। ତେବେ ଉପସ୍ଥିତ ବୁଦ୍ଧି ଯୋଗୁଁ ବଡ଼ ବିପଦରୁ ବର୍ତ୍ତି ଯାଇଛନ୍ତି। ପ୍ରବଳ ତାତିରୁ ମୋବାଇଲ୍ ଗରମ ହୋଇ ଫାଟିଥିବା ସୂଚନା ମିଳିଛି।

More Stories
ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ
ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ
୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି