ଆରପାରିରେ ବଲିଉଡ୍ କଣ୍ଠଶିଳ୍ପୀ ପଙ୍କଜ ଉଧାସ


ଆରପାରିରେ ବଲିଉଡ୍ କଣ୍ଠଶିଳ୍ପୀ ପଙ୍କଜ ଉଧାସ। ଭେଟେରାନ ବଲିଉଡ୍ କଣ୍ଠଶିଳ୍ପୀ ପଙ୍କଜ ଉଧାସଙ୍କ ପରଲୋକ। ୭୨ ବର୍ଷ ବୟସରେ ପଙ୍କଜ ଉଧାସଙ୍କ ପରଲୋକ। ଦୀର୍ଘଦିନର ଅସୁସ୍ଥତା ପରେ ଆଖି ବୁଜିଲେ ପଙ୍କଜ ଉଦାସ।


error: Content is protected !!