ଇଡିରେ ହାଜର ହେଲେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ


ଇଡିରେ ହାଜର ହେଲେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ।ବରପଦା ଇଂଜିନିୟରିଂ କଲେଜ ଜମି ମାମଲାରେ ହାଜର।ପ୍ରଫୁଲ୍ଲ ଏବଂ ତାଙ୍କ ପୁଅଙ୍କୁ ହାଜର ହେବାକୁ ଇଡି ନୋଟିସ କରିଥିଲା।ପୂର୍ବରୁ ପ୍ରଫୁଲ୍ଲ ଏବଂ ତାଙ୍କ ପୁଅଙ୍କ ଘରେ ରେଡ୍ କରିଥିଲା ଇଡି।


error: Content is protected !!