ଭୁବନେଶ୍ୱର, ୨୫/୦୫: ବରିଷ୍ଠ IPS ଦୟାଲ ଗଙ୍ଗୱାରଙ୍କ ବଦଳି ହୋଇଛି। ତାଙ୍କୁ ଗୃହ ବିଭାଗ OSD ଦାୟିତ୍ବ ମିଳିଛି। ଏଥି ସହ ADGP କମ୍ୟୁନିକେସନ ପଦରୁ ହଟିଲେ ଗଙ୍ଗୱାର।ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣାରେ ବିବାଦୀୟ ହୋଇଥିଲେ।ଗଙ୍ଗୱାରଙ୍କ ନାଁ ନେଇ ଅଭିଯୋଗ କରିଥିଲେ ମୃତ ସୌମ୍ୟଙ୍କ ମାଆ। ଗଙ୍ଗୱାରଙ୍କ ପାଇଁ ତାଙ୍କ ପୁଅ ମାନସିକ ଚାପରେ ଥିଲେ ବୋଲି କହିଥିଲେ।
ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଚାଲିଛି।

More Stories
ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….
ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….
କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…