ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବୃଦ୍ଧି


ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବୃଦ୍ଧି କଲେ ରାଜ୍ୟ ସରକାର ମାସିକ ପାରିଶ୍ରମିକ ୭୫୦୦ରୁ ୧୦ ହଜାରକୁ ବୃଦ୍ଧି।ମିନି ଅଙ୍ଗନବାଡ଼ି କର୍ମୀଙ୍କ ପାରିଶ୍ରମିକ ୫୩୭୫ରୁ ୭୨୫୦କୁ ବୃଦ୍ଧି।ଅଙ୍ଗନବାଡ଼ି ସହାୟିକାଙ୍କ ପାରିଶ୍ରମିକ ୩୭୫୦ରୁ ୫ ହଜାର ହେଲା।


error: Content is protected !!