ନାବାଳିକାକୁ ଦୁଷ୍କର୍ମ ମାମଲା ୨ ଗିରଫ । ତଳସରା ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ଦୁଷ୍କର୍ମ ମାମଲାରେ ଫେରାର ଦୁଇ ଅଭିଯୁକ୍ତଙ୍କୁ ମଙ୍ଗଳବାର ପୁଲିସ ଗିରଫ କରି କୋର୍ଟଚାଲାଣ କରିଛି। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜିଲ୍ଲା କାରାଗାରକୁ ପଠାଇ ଦିଆଯାଇଛି। କିଛି ଦିନ ତଳେ ଅଭିଯୁକ୍ତ ନାବାଳିକାକୁ ଦୁଷ୍କର୍ମ କରିଥିଲା।ପୀଡ଼ିତାଙ୍କ ପରିବାର ଥାନାରେ ଏତଲା ଦେବା ପରେ ସେମାନେ ଫେରାର ହୋଇ ଯାଇଥିଲେ। ପୋକ୍ସୋ ଆଇନରେ ମାମଲା ରୁଜୁ କରି ପୁଲିସ ତନାଘନା ଚଲାଇଥିଲା।
ସୁନ୍ଦରଗଡ଼: ନାବାଳିକାକୁ ଦୁଷ୍କର୍ମ ମାମଲା ୨ ଗିରଫ । ତଳସରା ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ଦୁଷ୍କର୍ମ ମାମଲାରେ ଫେରାର ଦୁଇ ଅଭିଯୁକ୍ତଙ୍କୁ ମଙ୍ଗଳବାର ପୁଲିସ ଗିରଫ କରି କୋର୍ଟଚାଲାଣ କରିଛି। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜିଲ୍ଲା କାରାଗାରକୁ ପଠାଇ ଦିଆଯାଇଛି। କିଛି ଦିନ ତଳେ ଅଭିଯୁକ୍ତ ନାବାଳିକାକୁ ଦୁଷ୍କର୍ମ କରିଥିଲା। ପୀଡ଼ିତାଙ୍କ ପରିବାର ଥାନାରେ ଏତଲା ଦେବା ପରେ ସେମାନେ ଫେରାର ହୋଇ ଯାଇଥିଲେ। ପୋକ୍ସୋ ଆଇନରେ ମାମଲା ରୁଜୁ କରି ପୁଲିସ ତନାଘନା ଚଲାଇଥିଲା।

More Stories
ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି
ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ
ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ