ପଦ୍ମ ଧରିଲେ ପ୍ରେମାନନ୍ଦ ଓ ରାଜୁ


BJPରେ ମିଶିଲେ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ।ଧାମନଗରର ପୂର୍ବତନ ବିଧାୟକ ରାଜୁ ଦାସ ବି ମିଶିଲେ।ଭଦ୍ରକର ପୂର୍ବତନ କଂଗ୍ରେସ ବିଧାୟକ ନରେନ୍ ପଲେ ବି ମିଶିଲେ।BJP ରାଜ୍ୟ କାର୍ଯ୍ୟାଳୟରେ ବିଜେପିରେ ମିଶିଲେ।BJP ସଭାପତି ମନମୋହନ ସାମଲଙ୍କ ଉପସ୍ଥିତି ସାମିଲ।


error: Content is protected !!