20 ହଜରା କୋଟି ପ୍ରକଳ୍ପରେ ରହିଛି କଣ।ଚଣ୍ଡିଖୋଲ-ପାରାଦୀପ ଜାତୀୟ ରାଜପଥର 8 ଥାକିଆ ରାସ୍ତାର ଶିଳାନ୍ୟାସ।ତୈଳ ଓ ଗ୍ୟାସ, ରେଳବାଇ, ସଡ଼କ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତି କ୍ଷେତ୍ରରେ ଅନେକ ପ୍ରକଳ୍ପର ଲୋକାର୍ପଣ।ପାରାଦୀପ ବିଶୋଧନାଗାରରେ ଇଣ୍ଡିଆନ୍ ଅଏଲ୍ କରେସନ୍ ଲିମିଟେଡ୍ ମନୋଇଥିଲିନ୍ ଗ୍ଲାଇକୋଲ ପ୍ରକଳ୍ପର ଉଦଘାଟନ।ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ଯାଏଁ 344 କିମି ପାଇପ୍ ଲାଇନର ଉଦଘାଟନ।162 କିମିର ବାଂଶପାଣି-ଦୈତାରୀ-ଟମକା-ଯଖପୁରା ରେଳ ଲାଇନ୍ ଦୋହରୀକରଣର ଉଦଘାଟନ।କେନ୍ଦୁଝରଗଡ଼ ମାର୍ଗ ଦେଇ ପୁରୀ ଏବଂ ଆନନ୍ଦ ବିହାର ମଧ୍ୟରେ ନୂଆ ଟ୍ରେନ୍ କେନ୍ଦୁଝରଗଡ଼ ରେଳ ଷ୍ଟେନରୁ ଶୁଭାରମ୍ଭ।କେନ୍ଦ୍ରାପଡ଼ା ଜିଲ୍ଲା ଦେଇ ହରିଦାସପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ଟ୍ରେନ୍ ଚଳାଚଳ କରିବ।ଏହି ମାର୍ଗରେ ପ୍ରଥମ ଥର ଯାତ୍ରୀବାହୀ ଟ୍ରେନ୍ ଚଳାଚଳ ପାରାଦୀପ-କେନ୍ଦୁଝରଗଡ଼ ମଧ୍ୟରେ କରିବ।ଯାଜପୁରଠାରୁ ଉତ୍ତରପ୍ରଦେଶର ଦାଦ୍ରି ପର୍ଯ୍ୟନ୍ତ କଣ୍ଟେନର ଟ୍ରେନ୍ ସେବାର ଶୁଭାରମ୍ଭ।
More Stories
ଝାଡ଼ଖଣ୍ଡରେ ହେମନ୍ତ ସରକାର
ଆସିଲା ତୃତୀୟ ପର୍ଯ୍ୟାୟ ସୁଭଦ୍ରା
ନୂଆପଡ଼ା ଜିଲ୍ଲା ଖରୀଆର ରୋଡ ଜୁଆ ଆଡ୍ଡା କୁ ଚଢାଉ ଘଟଣା ନେଇ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ସାମ୍ବାଦିକ ସମ୍ମିଳନୀ