ଓଡ଼ିଶାରେ ପ୍ରଧାନମନ୍ତ୍ରୀ, 20 ହଜାର କୋଟିର ପ୍ରକଳ୍ପ ଦେଲେ ଭେଟି


20 ହଜରା କୋଟି ପ୍ରକଳ୍ପରେ ରହିଛି କଣ।ଚଣ୍ଡିଖୋଲ-ପାରାଦୀପ ଜାତୀୟ ରାଜପଥର 8 ଥାକିଆ ରାସ୍ତାର ଶିଳାନ୍ୟାସ।ତୈଳ ଓ ଗ୍ୟାସ, ରେଳବାଇ, ସଡ଼କ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତି କ୍ଷେତ୍ରରେ ଅନେକ ପ୍ରକଳ୍ପର ଲୋକାର୍ପଣ।ପାରାଦୀପ ବିଶୋଧନାଗାରରେ ଇଣ୍ଡିଆନ୍ ଅଏଲ୍ କରେସନ୍ ଲିମିଟେଡ୍ ମନୋଇଥିଲିନ୍ ଗ୍ଲାଇକୋଲ ପ୍ରକଳ୍ପର ଉଦଘାଟନ।ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ଯାଏଁ 344 କିମି ପାଇପ୍ ଲାଇନର ଉଦଘାଟନ।162 କିମିର ବାଂଶପାଣି-ଦୈତାରୀ-ଟମକା-ଯଖପୁରା ରେଳ ଲାଇନ୍ ଦୋହରୀକରଣର ଉଦଘାଟନ।କେନ୍ଦୁଝରଗଡ଼ ମାର୍ଗ ଦେଇ ପୁରୀ ଏବଂ ଆନନ୍ଦ ବିହାର ମଧ୍ୟରେ ନୂଆ ଟ୍ରେନ୍ କେନ୍ଦୁଝରଗଡ଼ ରେଳ ଷ୍ଟେନରୁ ଶୁଭାରମ୍ଭ।କେନ୍ଦ୍ରାପଡ଼ା ଜିଲ୍ଲା ଦେଇ ହରିଦାସପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ଟ୍ରେନ୍ ଚଳାଚଳ କରିବ।ଏହି ମାର୍ଗରେ ପ୍ରଥମ ଥର ଯାତ୍ରୀବାହୀ ଟ୍ରେନ୍ ଚଳାଚଳ ପାରାଦୀପ-କେନ୍ଦୁଝରଗଡ଼ ମଧ୍ୟରେ କରିବ।ଯାଜପୁରଠାରୁ ଉତ୍ତରପ୍ରଦେଶର ଦାଦ୍ରି ପର୍ଯ୍ୟନ୍ତ କଣ୍ଟେନର ଟ୍ରେନ୍ ସେବାର ଶୁଭାରମ୍ଭ।


error: Content is protected !!