କେନ୍ଦ୍ରାପଡ଼ା, ୦୫/୦୬: କେନ୍ଦ୍ରାପଡାରେ ଚାଞ୍ଚଲ୍ୟ! ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଝୁଲନ୍ତା ମୃତଦେହ ଉଦ୍ଧାର। କାର୍ଯ୍ୟାଳୟର ପ୍ରଥମ ମହଲା ଶିଡ଼ି ଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ।ବେକରେ ଗାମୁଛା ବାନ୍ଧି ଝୁଲି ପଡ଼ିଛନ୍ତି ଜଣେ ଯୁବକ। ଯୁବକଙ୍କ ପରିଚୟ ଅସ୍ପଷ୍ଟ ଥିବା ବେଳେ ସେ କାହିଁକି ଓ କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ହୋଇଛି ତାହା ଜଣାପଡ଼ିନାହିଁ। ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

More Stories
ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…
ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍