ଭଦ୍ରକ, ୦୫/୦୬: ଭିଜିଲାନ୍ସ ପଞ୍ଝାରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ। ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଜୁନିୟର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ।ଏକ ଘରୋଇ ସ୍କୁଲର ସାର୍ଟିଫିକେଟ ଦେବାକୁ ପ୍ରଶାନ୍ତ ସାହୁ ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ୧୦ ହଜାର ଲାଞ୍ଚ ନେବା ବେଳେ ଧରାପଡ଼ିଲେ। ଏହା ପରେ ଶ୍ରୀକାନ୍ତ ଦାସଙ୍କ ଘର ଓ ଅଫିସ୍ରେ ଭିଜିଲାନ୍ସ ରେଡ୍ କରିଛି।

More Stories
ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…
ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍