ଭୁବନେଶ୍ୱର, ୦୫/୦୬: ଭୁବନେଶ୍ବରରେ ବଲିଉଡ ଅଭିନେତ୍ରୀ ତଥା ବିଜେପି ସାଂସଦ କଙ୍ଗନା ରଣାୱତ। ନିଜ ଫିଲ୍ମ ‘ଭାରତ ଭାଗ୍ୟ ବିଧାତା’ର ପ୍ରିମିୟର ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିବା ସହ ମୁଖ୍ୟମନ୍ତ୍ରୀ ସହ ମିଶି ପ୍ରିମିୟର ଶୋ ଦେଖିବେ। ଏଥି ସହ ବିମାନ ବନ୍ଦରରେ ଗଛ ଲଗାଇ ଏକ ପେଡ ମା କେ ନାମ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି।

More Stories
ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…
ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍