ସ୍ତ୍ରୀ ଆଗରେ ସ୍ୱାମୀକୁ ଟାଣିନେଲା କୁମ୍ଭୀର


କେନ୍ଦ୍ରାପଡ଼ା: ଶୌଚ ପାଇଁ ଯାଇଥିବା ବେଳେ ଟାଣିନେଲା କୁମ୍ଭୀର।ବିଲରେ ପାଣି ମଡ଼ାଉଥିବା ସ୍ତ୍ରୀ ଆଗରେ ସ୍ୱାମୀକୁ ଟାଣିନେଲା କୁମ୍ଭୀର।ରାଜନଗର ଥାନା ଦକ୍ଷିଣଭେଡ଼ା ଗାଁରେ ଅଭାବନୀୟ ଘଟଣା।ହଂସୁଆ ନଦୀରେ ଗ୍ରାମବାସୀଙ୍କ ଦ୍ୱାରା ଖୋଜାଖୋଜି ଜାରି।


error: Content is protected !!