ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ ବୋଲି ଦୋହରାଇଲେ ମନମୋହନ


ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ ବୋଲି ଦୋହରାଇଲେ ମନମୋହନ।ଉଭୟ ଲୋକସଭା ଓ ବିଧାନସଭାରେ ବିଜେପି ଏକାକୀ ଲଢ଼ିବ।ବିଜେପି କିଭଳି ସରକାର କରିବ, ସେନେଇ ଆଲୋଚନା ହୋଇଛି।ଉଭୟ କେନ୍ଦ୍ର ଓ ରାଜ୍ୟରେ ବିଜେପି ସରକାର ନେଇ ଆଲୋଚନା ହୋଇଛି।


error: Content is protected !!