ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜଳବିଭାଜିକା ବିଭାଗର କର୍ମଚାରୀ ତଥା ମନରେଗା ସହାୟିକା ପ୍ରିୟଙ୍କା ଜେନା। ଫାର୍ମ ପଣ୍ଡ କାମରେ ବିଲ୍ କରାଇ ଦେବା ନେଇ ଜଣେ ହିତାଧିକାରୀଙ୍କ ଠାରୁ ଭବାନୀପାଟଣା ଇରିଗେସନ କଲୋନୀ ଛକ ନିକଟରେ ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି। ଏ ନେଇ ଭିଜିଲାନ୍ସ ବିଭାଗ ଅଧିକ ସୂଚନା ପାଇଁ ତାଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |