ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ ଯୁଗ୍ମ ସଚିବ ଶରତ ଚନ୍ଦ୍ର ମାରାଣ୍ଡି FIR ଦାଖଲ କରିଛନ୍ତି । ନାଇଡୁ କମିଶନ ରିପୋର୍ଟ ଫାଇଲ ଏବଂ ସମ୍ ହସ୍ପିଟାଲ ଅଗ୍ନିକାଣ୍ଡର RDC ରିପୋର୍ଟ ଗାଏବ ନେଇ ଅଭିଯୋଗ ହୋଇଛି। ଦନ୍ତ କମିଶନଙ୍କ ଦ୍ବାରା ପ୍ରସ୍ତୁତ ହୋଇଥିବା ଦୁଇଟି ପ୍ରମୁଖ ରିପୋର୍ଟର ଫାଇଲ ମିଳୁନଥିବା ନେଇ ଥାନାରେ ମାମଲା ହୋଇଛି ।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |