ଅବସରପ୍ରାପ୍ତ IPS ଅଫିସର ସନ୍ତୋଷ ଉପାଧ୍ୟାୟଙ୍କୁ ନୂଆ ଦାୟିତ୍ୱ


ଅବସରପ୍ରାପ୍ତ IPS ଅଫିସର ସନ୍ତୋଷ ଉପାଧ୍ୟାୟଙ୍କୁ ନୂଆ ଦାୟିତ୍ୱ।ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡର ଚେୟାରମ୍ୟାନ ନିଯୁକ୍ତ।ଦୁଇ ବର୍ଷ ପାଇଁ ଦାୟିତ୍ୱରେ ରହିବେ , ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି।OPRB ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱରେ ଅଛନ୍ତି ରାଜେଶ କୁମାର।


error: Content is protected !!