କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି ୩୨୭୬ନମ୍ବର୍ ବିଶିଷ୍ଟ ହାଇଓ୍ବା ରାସ୍ତା୍କଡ଼ରେ ଥିବା ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡ଼ିଛି। ଜିମ୍ପସନ ସବୁ ବିଲ ଭିତରେ ପଡ଼ିଛି।
ସୂଚନା ଅନୁଯାୟୀ, ଶୁକ୍ରବାର ପାରାଦୀପରୁ ରିମୁଳି ଅଭିମୁଖେ ଯାଉଥିବା ଜିମ୍ପସନ ବୋଝେଇ ହାଇୱା ଗାଡ଼ି ଟି କୁଆପଶି ରାଇସିମିଲ ପୋଖରୀ ନିକଟରେ ବିଦ୍ୟୁତ୍ଖୁଣ୍ଟକୁ ଧକ୍କା ଦେଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |