ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ


ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ।ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ଷ୍ଟାଟସ୍‌ ଦାଖଲ ପାଇଁ ନିର୍ଦେଶ।ଷ୍ଟାଟସ୍ ରିପୋର୍ଟ ଦାଖଲ ପାଇଁ ୩ ସପ୍ତାହ ସମୟ ନେଲେ ରାଜ୍ୟ ସରକାର।୩ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି।ଚାବି ହଜିବା ନେଇ ଗଠନ ହୋଇଥିଲା କମିଶନ।


error: Content is protected !!