ବିଜେଡିରୁ ଇସ୍ତଫା ଦେଲେ ଅଭିନେତା ଅରିନ୍ଦମ ରାୟ


ବିଜେଡିରୁ ଇସ୍ତଫା ଦେଲେ ଅଭିନେତା ଅରିନ୍ଦମ ରାୟ।ସାଧାରଣ ସଂପାଦକ ସହ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା।ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପଠାଇଲେ ଇସ୍ତଫା ପତ୍ର।ଇସ୍ତଫା ପତ୍ରରେ ନିଜର କ୍ଷୋଭ ଜଣାଇଲେ ଅରିନ୍ଦମ।ତାଙ୍କ କାର୍ଯ୍ୟକୁ ଦଳରେ ମର୍ଯ୍ୟାଦା ମିଳୁନଥିବା କହିଲେ।


error: Content is protected !!