ନୟାଗଡ଼ ବିଜେପିକୁ ବଡ଼ ଝଟକା


ବିଜେପିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟିକା ପ୍ରାର୍ଥିନୀ ଇରାନୀ ରାୟ, ଦଳର କାର୍ଯ୍ୟକଳାପରେ ଅସନ୍ତୋଷ ପ୍ରକାଶ କରି ରାଜ୍ଯ ସଭାପତି ମନମୋହନ ସାମଲଙ୍କୁ ପଠାଇଲେ ଇସ୍ତଫା ପତ୍ର।


error: Content is protected !!