ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା


ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଘୋଷଣା।ବରଗଡ଼ ଚିନିକଳ ଜମି ଇଡକୋକୁ ହସ୍ତାନ୍ତର ହେବ।ଆଗାମୀ ଦିନରେ ନୂତନ ଶିଳ୍ପ ପ୍ରତିଷ୍ଠା କରାଯିବ।ମୋଟ ୧୦୩.୨୧ ଏକର ଜମିରୁ ୭୨.୧୨ ଏକର ଜମି।ପାଇଁ ଇଡକୋ ୪୦.୬୮ କୋଟି ପ୍ରଦାନ କରିଛି।


error: Content is protected !!