ମହାନଦୀରେ ଆଉ ଏକ ସେତୁ ନିର୍ମାଣ ପାଇଁ କ୍ୟାବିନେଟ ମଂଜୁରୀ


ମହାନଦୀରେ ଆଉ ଏକ ସେତୁ ନିର୍ମାଣ ପାଇଁ କ୍ୟାବିନେଟ ମଂଜୁରୀ।ସାଲେପୁର ବ୍ଲକ ବ୍ରାହ୍ମଣଖଣ୍ଡ-ସାହୁଖେତ ରାସ୍ତାରେ ହେବ ସେତୁ।୧୨୮ କୋଟି ଖର୍ଚ୍ଚ ହେବ, ୩ ବର୍ଷରେ ସେତୁ ନିର୍ମାଣ କାମ ସରିବ।


error: Content is protected !!