SBIକୁ ସବୁ ତଥ୍ୟ ମାଗିଲେ ସୁପ୍ରିମକୋର୍ଟ


SBIକୁ ସବୁ ତଥ୍ୟ ମାଗିଲେ ସୁପ୍ରିମକୋର୍ଟ।ଇଲେକ୍ଟୋରାଲ ବଣ୍ଡ୍‌ ମାମଲାରେ ପୁଣି ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ।ସମସ୍ତ ତଥ୍ୟ ସାର୍ବଜନୀନ କରିବାକୁ SBIକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ। ଇଲେକ୍ଟୋରାଲ ବଣ୍ଡ୍‌ ନମ୍ବର ସହ ସମସ୍ତ ତଥ୍ୟ ଦେବାକୁ ନିର୍ଦ୍ଦେଶ।


error: Content is protected !!