ନିର୍ବାଚନ ପ୍ରସ୍ତୁତି ନେଇ ଡିଜିପିଙ୍କ ଅଧ୍ୟକ୍ଷତାରେ ବୈଠକ


ନିର୍ବାଚନ ପ୍ରସ୍ତୁତି ନେଇ ଡିଜିପିଙ୍କ ଅଧ୍ୟକ୍ଷତାରେ ବୈଠକ।ବରିଷ୍ଠ ପୋଲିସ ଅଧିକାରୀଙ୍କ ଉପସ୍ଥିତିରେ ଡିଜି କ୍ୟାମ୍ପ ଅଫିସରେ ମିଟିଂ।ଗୁଇନ୍ଦା ନିର୍ଦ୍ଦେଶକ, ଆଇଜି, ଆଇନ ଶୃଙ୍ଖଳା ଏଡିଜି, SIW ଡିଆଇଜି ଉପସ୍ଥିତ।ବୈଠକରେ ଭିସିରେ ସାମିଲ ହୋଇଛନ୍ତି ସବୁ ଜିଲ୍ଲାର ଏସ୍‌ପି।


error: Content is protected !!