ପୁରୀ: ଶ୍ରୀମନ୍ଦିରର ୩୯ କୋଟି ୨୧ ଲକ୍ଷ ଟଙ୍କା ବ୍ୟାଙ୍କରେ ଜମା ହେଲା।୭.୮୦% ସୁଧ ହାରରେ ୩୬ କୋଟି ୩ ଲକ୍ଷ ଜମା ନେଲା କାନାରା ବ୍ୟାଙ୍କ।୩ କୋଟି ୧୮ ଲକ୍ଷକୁ ୭.୫୫% ସୁଧ ହାରରେ ନେଲା ବ୍ୟାଙ୍କ ଅଫ ବରୋଦା।


error: Content is protected !!