ଖରା ସତର୍କ କଲେ ଏସ୍‌ଆର୍‌ସି


ଗ୍ରୀଷ୍ମ ପ୍ରବାହ ନେଇ ଜିଲ୍ଲାପାଳମାନଙ୍କୁ ସତର୍କ କଲେ ଏସ୍‌ଆର୍‌ସି।ଗ୍ରୀଷ୍ମପ୍ରବାହ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାରୁ ଚିଠି କଲେ।ନିର୍ବାଚନ ଋତୁ ହୋଇଥିବାରୁ ଅଧିକ ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ।ଅଂଶୁଘାତରୁ ରକ୍ଷା ପାଇଁ ବିଭିନ୍ନ ପ୍ରତିଷେଧମୂଳକ ପଦକ୍ଷେପ ପାଇଁ କହିଲେ।


error: Content is protected !!