ପୁରୀ ସଂସଦୀୟ କ୍ଷେତ୍ର ନେତାଙ୍କୁ ନେଇ ବୈଠକ ଶେଷ


ନବୀନ ନିବାସରେ BJD ସୁପ୍ରିମୋଙ୍କ ସହ ଥିଲା ବୈଠକ।ବୈଠକ ପରେ ବିଧାୟକ ଅରୁଣ ସାହୁଙ୍କ ପ୍ରତିକ୍ରିୟା।ସବୁ ନିର୍ବାଚନ ମଣ୍ଡଳୀରେ BJD ଶକ୍ତି ବୃଦ୍ଧି କରାଇବା।ଜନ ସାଧାରଣ ପାଖକୁ ଯିବା କାର୍ଯ୍ୟକୁ ତ୍ବରାନ୍ବିତ କରିବା।ସାଙ୍ଗଠନିକ ପ୍ରକ୍ରିୟାକୁ ବଢ଼ାଇବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ।ପୁରୀ ସଂସଦୀୟ କ୍ଷେତ୍ର ନେଇ ବିସ୍ତୃତ ଆଲୋଚନା ହୋଇଛି।ଲୋକଙ୍କ ନିକଟତର ହେବାକୁ ରୋଡ଼ ମ୍ୟାପ ପ୍ରସ୍ତୁତ ହୋଇଛି।


error: Content is protected !!