ପୁଣି ଦିଲ୍ଲୀ ଗଲେ ମନମୋହନ ସାମଲ


ପୁଣି ଦିଲ୍ଲୀ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।ନିର୍ବାଚନ କମିଟି ବୈଠକରେ ପ୍ରସ୍ତୁତ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଧରି ଦିଲ୍ଲୀ ଗଲେ।ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ନିଷ୍ପତ୍ତି ନେବ ସଂସଦୀୟ ବୋର୍ଡ।


error: Content is protected !!