ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆହୁରି ଘନୀଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା କିଛି ଦିନ ପ୍ରବଳ ବର୍ଷା ଜାରି ରହିବା ସହ କେତେକ ସ୍ଥାନରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। କୋରାପୁଟ ଓ ମାଲକାନଗିରି ପାଇଁ ରେଡ୍ ୱାର୍ଣ୍ଣିଂ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।
ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆହୁରି ଘନୀଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।

More Stories
ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା
ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…