ପୋଷ୍ଟାଲ ବାଲାଟରେ ଭୋଟ ଦେଇପାରିବେ କାର୍ଯ୍ୟରତ ସାମ୍ବାଦିକ


ପୋଷ୍ଟାଲ ବାଲାଟରେ ଭୋଟ ଦେଇପାରିବେ କାର୍ଯ୍ୟରତ ସାମ୍ବାଦିକ।କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ପୋଷ୍ଟାଲ ବାଲାଟ ବ୍ୟବସ୍ଥା କଲେ ଇସିଆଇ।ଏଥିପାଇଁ ନିଜ ନିର୍ବାଚନ ମଣ୍ଡଳୀ ରିଟର୍ଣ୍ଣିଂ ଅଫିସରଙ୍କଠାରେ ଆବେଦନ ଜରୁରୀ।ରିଟର୍ଣ୍ଣିଂ ଅଫିସର ଆବେଦନକାରୀଙ୍କ ଆକ୍ରେଡିସନ ଯାଞ୍ଚ କରିବେ।ଆକ୍ରେଡିସନ ଯାଞ୍ଚ ପରେ ଯଥା ସମୟରେ ପୋଷ୍ଟାଲ ବାଲାଟ ପହଞ୍ଚିବ।ପୋଷ୍ଟାଲ ବାଲାଟରେ ଭୋଟ ଦେଇ ରିଟର୍ଣ୍ଣିଂ ଅଫିସରଙ୍କୁ ପଠାଇ ପାରିବେ।


error: Content is protected !!