ଆରପାରିରେ ଦାମ ରାଉତ।ଆରପାରିରେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ।୮୩ ବର୍ଷ ବୟସରେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ଦେହାନ୍ତ।ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ପରଲୋକ।ଚିକିତ୍ସାଧୀନ ଅବସ୍ଥାରେ ସକାଳ ୫ଟା ୨୩ରେ ଦେହାନ୍ତ ସୂଚନା।


error: Content is protected !!