ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି।
ଏପରିକି ଛାତ୍ରୀମାନେ ବିଶ୍ବବିଦ୍ୟାଳୟର ସମସ୍ତ ଗେଟ୍ରେ ତାଲା ପକାଇ ପ୍ରତିବାଦ କରିଛନ୍ତି। ସ୍ଥିତି ନିୟନ୍ତ୍ରଣ ପାଇଁ ଘଟଣାସ୍ଥଳରେ ୩ ପ୍ଲାଟୁନ ପୋଲିସ ଫୋର୍ସ ମୃତୟନ କରାଯାଇଛି। ଏପରିକି ପୋଲିସ ଅଧିକାରୀ ପହଞ୍ଚି ଛାତ୍ରୀମାନଙ୍କୁ ବୁଝାଶୁଝା କରୁଥିବା ବେଳେ କ୍ୟାମ୍ପସରେ ଉତ୍ତେଜନା ପରିସ୍ଥିତି ରହିଛି।

More Stories
ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….
ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….
କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…