ବିଜେଡି ଛାଡ଼ିଲେ ପୂର୍ଣ୍ଣ ସେଠୀ


ବିଜେଡି ଛାଡ଼ିଲେ ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ।ଦଳର ସଭାପତିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଲେ ପୂର୍ଣ୍ଣଚନ୍ଦ୍ର।୨୦୦୯ ଓ ୨୦୧୪ରେ ବିଜେଡିରୁ ଦୁଇଥର ଜିତିଥିଲେ ପୂର୍ଣ୍ଣଚନ୍ଦ୍ର।


error: Content is protected !!