ଆଜି ଶଙ୍ଖ ଧରିବେ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ସାନପୁଅ କ୍ୟାପଟେନ ମନ୍ମଥ ରାଉତରାୟ । ଜଟଣୀ ଆସନରୁ ମନ୍ମଥ ବିଜେଡି ଟିକେଟରେ ଲଢିବା ନେଇ ଚର୍ଚ୍ଚା । ଦୀର୍ଘ ଦିନ ଧରି ମନ୍ମଥ କେଉଁ ଦଳକୁ ଯିବେ ଚର୍ଚ୍ଚା ଲାଗି ରହିଥିବା ବେଳେ ଶେଷରେ ସେ ବିଜେଡିରେ ସାମିଲ ହେବେ ବୋଲି ଜଣାପଡ଼ିଛି ।


error: Content is protected !!