ଆନ୍ଧ୍ରରେ କୋଭିଡ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ। ସରକାରୀ ହସ୍ପିଟାଲ ଓ CHCକୁ ସତର୍କ ରହିବାକୁ CDMO ଓ PHO ନିର୍ଦ୍ଦେଶ ଦିଆଯାଇଛି। SARI ରୋଗୀଙ୍କ ପାଇଁ ବାଧ୍ୟତାମୂଳକ କୋଭିଡ ଟେଷ୍ଟ ଏବଂ ILI ରୋଗୀଙ୍କ ମଧ୍ୟରୁ ଅତି କମରେ ୫%ଙ୍କ ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅକ୍ସିଜେନ, ଔଷଧ ଓ ଜରୁରୀ ଚିକିତ୍ସା ସାମଗ୍ରୀ ପ୍ରସ୍ତୁତ ରଖିବାକୁ କୁହାଯାଇଛି। ଦୈନିକ ରିପୋର୍ଟ ଦାଖଲ କରିବାକୁ ସମସ୍ତ ସ୍ବାସ୍ଥ୍ୟ ଅନୁଷ୍ଠାନକୁ ଚିଠି
ଲେଖାଯାଇଛି।

More Stories
ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…
ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍