ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ। ହେଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ କେହି ହତ୍ୟା କରି ଫୋପାଡ଼ି ଦେଇଥିବା ସନ୍ଦେହ କରାଯାଉଛି।
ଖବର ପାଇ ଘଟଣାସ୍ଥଳରେ ଚନ୍ଦ୍ରଶେଖରପୁର ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ଏପରିକି ସାଇଣ୍ଟିଫିକ ଟିମ୍ ସହ ଡିସିପି ଘଟଣାସ୍ଥଳରେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ କରୁଛନ୍ତି।

More Stories
ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…
ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍